ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୨ ଦିନ ଧରି ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ ଆଜି ରାଜ୍ୟର ୮ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes