ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ

ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଏହା ଆରମ୍ଭ ହୋଇଛି। ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes