ଆଜିଠୁ ୯ ଦିନ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା ରାଜନଗର ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଜାନୁଆରୀ ୧୪ରୁ ୨୨ ଯାଏ କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ।

ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଏହି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes