ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୧୨ ଟଙ୍କା ୯୪ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୨ ଟଙ୍କା ୬୭ ପଇସା ହୋଇଛି।

Leave a Comment