ଆଜିର ପେଟ୍ରୋଲ-ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୧୨ ଟଙ୍କା ୫୦ ପଇସା ଥିବାବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୨ ଟଙ୍କା ୨୪ ପଇସା ହୋଇଛି।

Leave a Comment