ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

୨ ଦିନିଆ ଓଡିଶା ଗସ୍ତ ସମୟରେ କଟକ ଓ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଶାହା।

ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ଅମିତ ଶାହା। କାଲି କଟକ ମୁଣ୍ଡଳୀରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes