ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଚରଣ ଦାସ, ଅଜୟ ଲଲୁ ଓ ରାମଚନ୍ଦ୍ର କାଡ଼ାମ।
ସଙ୍ଗଠନ ସୃଜନର ୩୫ ଜଣ ସଦସ୍ୟ ମଧ୍ୟ ଯୋଗ ହେବେ। ଦିଲ୍ଲୀରୁ ଆସିଲା ପରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ ହେବ କହିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ।