ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ।
ଆନ୍ଦୋଳନକାରୀଙ୍କ ଉପରେ ପୁଲିସ କଡ଼ା ନଜର ରଖିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି। ଟ୍ବିନ୍ ସିଟିର ବିଭିନ୍ନ ସ୍ଥାନରେ ପୁଲିସ ଫୋର୍ସ ମୁତୟନ ଅଛନ୍ତି।