ଆଜି କେନ୍ଦ୍ର ଆଦିବାସୀ ମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

କଳାହାଣ୍ଡି ଜିଲ୍ଲା ଭାରତ ସରକାରଙ୍କ ଆକାଂକ୍ଷୀ ଜିଲ୍ଲା ହୋଇଥିବାରୁ ଆଜି କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଅର୍ଜୁନ ମୁଣ୍ଡା କଳାହାଣ୍ଡି ଗସ୍ତରେ ଆସୁଛନ୍ତି ।

କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା କେନ୍ଦ୍ରସରକାରଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କରିବେ । ସେହିଭଳି କଳାହାଣ୍ଡି ଜିଲ୍ଲାରେ ଆଦିବାସୀ ଉନ୍ନୟନ ପାଇଁ ଆସୁଥିବା ଅନୁଦାନ ଉପରେ ମଧ୍ୟ ସ୍ୱତନ୍ତ୍ର ଭାବେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version