ରାତି ୯ଟା ୫୮ରେ ଗ୍ରହଣ ସ୍ପର୍ଶ କରିବ ଓ ରାତି ୧ଟା ୨୮ ମିନିଟରେ ଗ୍ରହଣ ଶେଷ ହେବ । ପ୍ରାୟ ୩ ଘଣ୍ଟା ୨୮ ମିନିଟ ପର୍ଯ୍ୟନ୍ତ ଚନ୍ଦ୍ରଗ୍ରହଣ ଚାଲିବ। ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ କରିବାକୁ ଜ୍ୟୋତିଷମାନେ ପରାମର୍ଶ ଦେଇଛନ୍ତି । ମଧ୍ୟାହ୍ନ ୧୨ଟା ୫୮ରେ ପାକତ୍ୟାଗ କରିବାକୁ କହିଛନ୍ତି।
Credible Local News of Odisha