ଆଜି ଚାଲିବନି ହାୱାଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ

22895/22896 ହାୱଡ଼ା-ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଆଜି ପାଇଁ ବାତିଲ୍‌ ହୋଇଛି।

କନେକ୍ଟିଂ ବନ୍ଦେ ଭାରତ ବିଳମ୍ବ ଚାଲୁ ଥିବାରୁ ଏବଂ ସମୟ ଖାପ ଖୁଆଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ରେଲ୍‌ୱେ ପକ୍ଷରୁ ସୂଚନା ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes