ଆଜି ଜିଲ୍ଲାର ସମସ୍ତ ସ୍କୁଲ ଓ କଲେଜ ଛୁଟି

ସୁନ୍ଦର ଗଡରେ ଅତ୍ୟଧିକ ବର୍ଷା ଆଶଙ୍କା ନେଇ ଆଜି ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ କଲେଜମାନଙ୍କୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes