ଆଜି ଦିଲ୍ଲୀ ଗସ୍ତ କରିବେ ଦ୍ରୌପଦୀ ମୁର୍ମୁ

ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ଏନ୍ଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମ ।

ଗେଷ୍ଟ ହାଉସରୁ ବାହାରି ସକାଳ ୯ଟା ୪୦ରେ ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version