ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଯିବେ ଏବଂ ସେଠାରୁ ୨୦ତାରିଖରେ ବିଦେଶ ଗସ୍ତ କରିବେ ବୋଲି ସୂଚନା ମିଳିଛି ।

ସେ ୧୩ଦିନିଆ ଗସ୍ତ ସାରି ୩୦ତାରିଖ ଭୁବନେଶ୍ୱରକୁ ପ୍ରତ୍ୟାବର୍ତ୍ତନ କରିବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes