ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥିରେ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣମୀ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଛି l ରତ୍ନବେଦୀ ଛାଡି ସ୍ନାନବେଦୀକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି l

ଧାଡି ପହଣ୍ଡିରେ ପ୍ରଥମେ ସୁଦର୍ଶନ ଏବଂ ପରେ ପରେ ଶ୍ରୀ ବଲଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀ ଜଗନ୍ନାଥ ସ୍ନାନବେଦୀରେ ବିଜେ ହୋଇଛନ୍ତି l 108 ଗରାରେ ଶ୍ରୀଜୀଉ ସ୍ନାନ କରିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes