ଆଜି ପୁଣି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା

କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦାରେ ପ୍ରଚାର କରିବେ।

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ଆସିବେ। ସେ ପୁରୀ ଓ କେନ୍ଦ୍ରାପଡ଼ାରେ ପ୍ରଚାର କରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes