ଆଜି ପୁରୀ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ୪ଘଣ୍ଟା ଦର୍ଶନ ବନ୍ଦ ରହିବ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ଦର୍ଶନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes