ଆଜି ପୂର୍ବାହ୍ନରେ ଝାରସୁଗୁଡ଼ାରେ ୪୦.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ

ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡ଼ା ୪୦.୪ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

Leave a Comment