ଆଜି ପୂର୍ବାହ୍ନରେ ସମ୍ବଲପୁରରେ ୩୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ

ଆଜି ଦିନ ୧୧.୩୦ ସୁଦ୍ଧା ସମ୍ବଲପୁରରେ ୩୮ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସେହିଭଳି ହୀରାକୁଦରେ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Leave a Comment