ଆଜି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ

ଇଣ୍ଡିଆନ ସାର୍ଟିଫିକେଟ୍ ଅଫ ସ୍କୁଲ ଏଗଜାମିନେଶନ (ଆଇସିଏସଇ) ବା ଦଶମ ଶ୍ରେଣୀ ଏବଂ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ (ଆଇଏସସି) ବା ଦ୍ୱାଦଶ ଶ୍ରେଣୀର ପରୀକ୍ଷାଫଳ ଆଜି ପ୍ରକାଶ ପାଇବ ।

ଆଜି ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି CISCE ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷାର୍ଥୀମାନେ ସିଆଇଏସସିଇର ଅଫିସିଆଲ ୱେବସାଇଟରେ ପରୀକ୍ଷାଫଳ ଚେକ୍ କରିପାରିବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes