ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଅପରାହ୍ନ ୪ଟାରେ କଳା ସହିତ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇବ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes