ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ

ଦିନ ସାଢେ ୧୨ଟାରେ ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ଆସିବ। orissaresults.nic.in ଓ୍ୱେବସାଇଟରେ ପରୀକ୍ଷା ଫଳ ଦେଖିପାରିବେ। ଡିଜିଲକର୍ ଆକାଉଣ୍ଟରୁ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଛାତ୍ରଛାତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes