ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବୈଠକ ବସିବ। ଏଥିରେ ବିଭିନ୍ନ ବିଭାଗର ୫ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ବଜେଟ ଅଧିବେଶନ ପ୍ରସ୍ତାବ ପାରିତ ହୋଇପାରେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes