ଆଜି ବସିବ ରାଜ୍ୟ ମନ୍ତ୍ରିପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରିପରିଷଦର ବୈଠକ ଅନୁଷ୍ଠିତ ହେବ। ଏଥିରେ ସମସ୍ତ ମନ୍ତ୍ରୀ ଯୋଗଦେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ମାରିପାରେ ମନ୍ତ୍ରିପରିଷଦ।ବିଧାନସଭା ପୂର୍ବରୁ ଏହି ବୈଠକ ବସିଥିବାରୁ ବେଶ ଗୁରୁତ୍ଵ ରଖୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes