ଆଜି ବିଆରଏସରେ ମିଶିବେ ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ

ବିଜେପି ଛାଡ଼ିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ ଆଜି ବିଆରଏସରେ ମିଶିବେ।

ହାଇଦ୍ରାବାଦରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବେ ସାମିଲ । ପୂର୍ବତନ ସାଂସଦ ଜୟରାମ ପାଙ୍ଗି ମଧ୍ୟ ବିଆରଏସରେ ସାମିଲ ହେବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes