ବସୌମ୍ୟାଶ୍ରୀ ମୃତ୍ୟୁ ମାମଲାରେ ନ୍ୟାୟ ଦାବିରେ ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ବରରେ ବିଜେଡି ବନ୍ଦ ପାଳନ କରୁଛି।
ଦୋକାନ ବଜାର, ସରକାରୀ ଅଫିସ୍, ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି।
Credible Local News of Odisha