ଆଜି ବିଜେପିରେ ମିଶିପାରନ୍ତି ରବୀନ୍ଦ୍ର ଜେନା

ବାଲେଶ୍ୱରର ପୂର୍ବତନ ବିଜେଡି ସାଂସଦ ରବୀନ୍ଦ୍ର ଜେନା ବିଜେଡିରୁ ଇସ୍ତଫା ଦେଇଥିବା ବେଳେ ଆଜି ସମର୍ଥକଙ୍କ ସହ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes