ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ଆଜି ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇପାରନ୍ତି।
ଗତକାଲି ବିଜେଡିରୁ ଇସ୍ତଫା ଦେବା ସହ ସାଂସଦ ପଦରୁ ଇସ୍ତଫା ଦେଇଥିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ।
Credible Local News of Odisha