ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ପାଇଁ ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ। ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିବା ବେଳେ ତ୍ରିସ୍ତରୀୟ ବଳୟରେ ବିଧାନସଭା ରହିଛି।
Credible Local News of Odisha