ଆଜି ବି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା

ତୁହାକୁ ତୁହା ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଅପରାହ୍ନ ୨ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସତର୍କତା ଜାରି ରହିଛି।

ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes