ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବରେ ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes