ଆଜି ମହାପ୍ରଭୁଙ୍କୁ ଦିଆଯିବ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନିମନ୍ତ୍ରଣ ପତ୍ର

କିଛି ସମୟ ପରେ ମନ୍ଦିର ପ୍ରଶାସନ ପକ୍ଷରୁ ନିମନ୍ତ୍ରଣ ପତ୍ର ଦିଆଯିବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes