ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ପାଣିପାଗ ବିଭାଗର ରେଡ୍ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ। NH ୩୨୬ ପୋଟେରୁ-କଂଗୃକୋଣ୍ଡା ପୋଲ ଉପରେ ୫ ଫୁଟ୍ ପାଣି ଚାଲିଛି।

କାଲିମେଳା ଓ ପଡିଆ ମୁଖ୍ୟରାସ୍ତାର କନ୍ୟାଶ୍ରମ ପୋଲ ଉପରେ ପାଣି ଚାଲିଛି।କାଲିମେଳା ଓ ପଡିଆକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes