ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ଆଜି ବିଜେଡି ରାଇଘର ବ୍ଲକ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବିଜେଡି ବନ୍ଦ ପାଳନ କରୁଛି।ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି।
Credible Local News of Odisha