ଆଜି ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛନ୍ତି।ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes