ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି। ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଅଭିମୁଖେ ଯିବେ।ନାକଚଣା ଦ୍ବାରରେ ଦଣ୍ଡାୟମାନ ହୋଇଛି ତିନି ରଥ। ଉଛୁଳୁଛି ବଡ଼ଦାଣ୍ଡ, ଭାବବିହ୍ବଳ ଭକ୍ତ।
Credible Local News of Odisha