ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ବନକଲାଗି ନୀତି ଯୋଗୁଁ ଆଜି ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ରାତି ୯ରୁ ୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes