ଆଜି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ

୧୧ ବର୍ଷ ପରେ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ ହେବ। ଏକାଠି ହେବେ ଶ୍ରୀଲିଙ୍ଗରାଜ, ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର। ହାଣ୍ଡିଭଙ୍ଗା ଯାତ ଲାଗି ଏକ ଅନ୍ତରୀଣ ସେବା ପୂଜା ତାଲିକା ପ୍ରସ୍ତୁତ ହୋଇଛି। ଏହାକୁ ମାନିବେ ଖୁଣ୍ଟିଆ ଓ ମଲିଆ ସେବାୟତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes