ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବିଧାୟକଙ୍କୁ ହତ୍ୟା ଧମକ ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା ଦିଆଯାଇଛି।

ଦୋକାନ, ବଜାର ବନ୍ଦ ରହିଥିବା ବେଳେ ସ୍କୁଲ ଓ କଲେଜ ସହ ସରକାରୀ ଅନୁଷ୍ଠାନ ଖୋଲା ରହିଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ନେଇ ଲାଗିଥିଲା ପୋଷ୍ଟର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes