କାଗଜ କଳ କାର୍ଯ୍ୟକ୍ଷମ ଦାବିରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜୟପୁର ସହର ବନ୍ଦ ରହିଛି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଦୋକାନ ବଜାର ବନ୍ଦ ସହ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି।
Credible Local News of Odisha