ଆଜି ୧୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁରରେ ବର୍ଷା ସମ୍ଭାବନା ଥିବାବେଳେ ୧୮ ତାରିଖରେ ଅଧା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes