ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଦିଲ୍ଲୀରେ ଗିରଫ

ଆତଙ୍କୀ ଲିଙ୍କ୍‌ରେ ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସ ଦର୍ଶାଇଥିବା ୪ ମୌଳବାଦୀଙ୍କ ମଧ୍ୟରୁ ଶେଖ୍ ଇମ୍ରାନ ରହିଛନ୍ତି। ସୋସିଆଲ୍ ମିଡିଆ ଗ୍ରୁପ୍ ଜରିଆରେ ଅନ୍ୟ ଯୁବକଙ୍କୁ ସକ୍ରିୟ କରାଉଥିଲେ ଏବଂ ଆତଙ୍କୀ ଆକ୍ରମଣ ପାଇଁ IED ପ୍ରସ୍ତୁତ କରୁଥିଲେ। ଜିହାଦୀ କାର୍ଯ୍ୟ ପାଇଁ QR କୋଡ୍‌/ବ୍ୟାଙ୍କ ଜରିଆରେ ଅର୍ଥ ସଂଗ୍ରହ କରୁଥିଲେ। ଜିହାଦୀ କାର୍ଯ୍ୟ ପାଇଁ ଯୁବକମାନଙ୍କୁ ତାଲିମ୍ ଦେବାକୁ ପ୍ରତିଶ୍ରୁତି ଦେଉଥିଲେ ଇମ୍ରାନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes