ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ବାରା ସଂଗଠିତ ହତ୍ୟା : ରାହୁଲ

ସୌମ୍ୟାଶ୍ରୀ ମୃତ୍ୟୁକୁ ନେଇ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି କ୍ଷୋଭ ପ୍ରକାଶ କରିବା ସହ ଏହା ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ବାରା ସଂଗଠିତ ହତ୍ୟା କହିଲେ।

ଯୌନ ଶୋଷଣ ବିରୋଧରେ ସାହାସୀ ଝିଅ ସ୍ବର ଉଠାଇଲେ, କିନ୍ତୁ ନ୍ୟାୟ ପରିବର୍ତ୍ତେ ତାଙ୍କୁ ଧମକ ଦିଆଗଲା, ଅପମାନିତ କରାଗଲା, ନିରୀହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଗଲା, ଆଜି ଦେଶର ଝିଅମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦରକାର କହିଛନ୍ତି ରାହୁଲ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes