ଆନନ୍ଦପୁର ବିଧାୟକଙ୍କ ନାଁରେ ଥାନାରେ ମାମଲା ରୁଜୁ

ଜିଲ୍ଲା ପରିଷଦ ସଭ୍ୟାଙ୍କୁ ଅଶାଳୀନ ବ୍ୟବହାର ଅଭିଯୋଗରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଛି।

୩ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ଅସୀମା ମିଶ୍ର ଏହି ଅଭିଯୋଗ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାମଲା ରୁଜୁ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes