ଆସନ୍ତାକାଲି ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଆଜି ବୌଦ୍ଧ ସଦର ସ୍ଥିତ ଷ୍ଟାଡିୟମ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ବିଭିନ୍ନ ସଙ୍ଗଠନର ସଦସ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Credible Local News of Odisha