ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ ସଂଘ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ ସଂଘ।

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ସମୂହ ଛୁଟି ନିଷ୍ପତ୍ତି ନେଇଥିଲେ ଓଏଏସ ସଂଘ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes