ଡ୍ରାଇଭର ଭାଇମାନଙ୍କୁ ଆନ୍ଦୋଳନରୁ ଓହରିବାକୁ ପରିବହନ ମନ୍ତ୍ରୀ ଅନୁରୋଧ କରିବା ସହ କହିଛନ୍ତି, ସରକାର ଆପଣଙ୍କ ସମସ୍ତ ଦାବିକୁ ଶୁଣିଛନ୍ତି, ସବୁ ଦାବିର ସମାଧାନ ହେବ। ଡ୍ରାଇଭର ମହାସଂଘ ନାମରେ କିଛି ନ୍ୟସ୍ତ ସ୍ୱାର୍ଥ ଗୋଷ୍ଠୀ ଭ୍ରମିତ କରୁଛନ୍ତି।
ନିରୀହ, ସରଳ ଡ୍ରାଇଭରମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ କହିଛନ୍ତି ମନ୍ତ୍ରୀ ବିଭୂତି ଜେନା।