ଆନ୍ଦୋଳନରୁ ହଟିଲା ଓଏଏସ ସଂଘ

ଜଗନ୍ନାଥ ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା ଓଏଏସ ସଂଘ।ଆଜିଠାରୁ ଓଏଏସ ଅଧିକାରୀ କାମରେ ଯୋଗ ଦେବା ନେଇ ସୂଚନା ଦେଇଛନ୍ତି ଓଏଏସ ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes