ଏ ନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।ବିଚାରବିମର୍ଶ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସ୍ମାର୍ଟ ସିଟି ଲିମିଟେଡ୍, ଆନ୍ଦୋଳନର ଅଧିକାର ଅଛି, କିନ୍ତୁ ସରକାରୀ ସମ୍ପତ୍ତି ନଷ୍ଟ କରିବାର ନାହିଁ, ଯେଉଁମାନେ ସରକାରୀ ସମ୍ପତ୍ତି ନଷ୍ଟ କରିଛନ୍ତି କାର୍ଯ୍ୟାନୁଷ୍ଠାନ ନିଆଯିବ କହିଛନ୍ତି ମନ୍ତ୍ରୀ।