ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ଶିକ୍ଷକଙ୍କୁ ନିର୍ଦ୍ଦେଶ

ସବୁ DEO, BEOଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ବର୍ଷକୁ ୨୨୦ ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ ବୋଲି ଉଲ୍ଲେଖ ଅଛି।

ଏହା ପୂରଣ ନହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ।ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes